25 ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଗଜପତି ସିଡିଏମଓ କାର୍ଯ୍ୟାଳୟର ବରିଷ୍ଠ କିରାଣୀ ଜଗଦୀଶ ପଟ୍ଟନାୟକ ଓ ପିଅନ ନିରଞ୍ଜନ ନାୟକ ।