ଦୀର୍ଘ ୧୮ ବର୍ଷ ଧରି ଭାରତୀୟ ସେନାରେ କାର୍ଯ୍ୟ କରି ଅବସର ନେବା ପରେ OPSC ପରୀକ୍ଷାରେ ଉତ୍ତୀର୍ଣ୍ଣ ହେଲେ ଗଞ୍ଜାମର ସନ୍ତୋଷ ନାୟକ ।