ପୀଡ଼ିତାଙ୍କୁ ନ୍ୟାୟ ଦେବେ ପାରା ଲିଗାଲ ଭଲ୍ୟୁଣ୍ଟର । ମହିଳା ଏବଂ ଶିଶୁ ସୁରକ୍ଷାକୁ ନେଇ ସରକାରଙ୍କ ପକ୍ଷରୁ ପ୍ରତି ପଂଚାୟତରେ ନିଯୁକ୍ତ ହେବେ ପାରା ଲିଗାଲ ଭଲ୍ୟୁଣ୍ଟର ।