Surprise Me!

ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ, ୧ରୁ ପ୍ରବଳ ବର୍ଷିବ

2025-08-28 0 Dailymotion

ରାଜ୍ୟରେ ଲଘୁଚାପ ପ୍ରଭାବରେ ଜାରି ରହିଛି ବର୍ଷା । ସାରା ରାଜ୍ୟକୁ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।