ଦୁଇ ଦିନିଆ ସମ୍ମିଳନୀରେ ସାଂସଦ, ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ସମିତିର ଅଧ୍ୟକ୍ଷ ଏବଂ ସଦସ୍ୟଙ୍କ ସମେତ ୧୨୦ରୁ ଅଧିକ ପ୍ରତିନିଧି ଅଂଶଗ୍ରହଣ କରିବେ।