ଇଣ୍ଡିଆନ୍ ଚାମ୍ବର ଅଫ୍ କମର୍ସ ଓ ଲଘୁ ଉଦ୍ୟୋଗ ଭାରତୀ ପକ୍ଷରୁ ଆୟୋଜିତ ହେଲା 'ବିକଶିତ ଓଡ଼ିଶା ୨୦୩୬' କାର୍ଯ୍ୟକ୍ରମ । ମୁଖ୍ୟଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।