ପଶ୍ଚିମବଙ୍ଗ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଆସନ୍ତା ୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ।