ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ବର୍ତ୍ତମାନ ଜୀବନମରଣ ସହ ଲଢୁଛନ୍ତି । ଏପରି ସମୟରେ କଣ୍ଠଶିଳ୍ପୀ ବିଷ୍ଣୁ ମୋହନ ହସ୍ପିଟାଲରେ ପହଞ୍ଚି ତାଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି ।